Sunday, February 1, 2026
17.5 C
Odisha

    ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ସେହିପରି ଅଗଷ୍ଟ ୧୩ରେ ବସିଥିବା କ୍ୟାବିନେଟ ବୈଠକରେ ୬ ବିଭାଗର ୭ଟି ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଥିଲା । ସମବାୟ ବିଭାଗର ହେବ ମଡେଲ ମଣ୍ଡି । ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ପାଇଁ ଖର୍ଚ୍ଚ ହେବ ୩ଶହ କୋଟି ଟଙ୍କା । ମଣ୍ଡିରେ ଗୋଦାମ, ଶୌଚାଳୟ, ଟ୍ରକ ପାର୍କିଂ ଆଦି ସୁବିଧା ରହିବ । ଦ୍ବିତୀୟ ପର୍ଯ୍ୟାୟରେ ୬୮ଟି ମଣ୍ଡି ହେବ । ସେହିପରି ବିମାନ ସେବା କ୍ଷେତ୍ରରେ ଓଡ଼ିଶା ହେବ ଆଞ୍ଚଳିକ ହବ । ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    17.5 ° C
    17.5 °
    17.5 °
    88 %
    2.3kmh
    54 %
    Sat
    17 °
    Sun
    30 °
    Mon
    31 °
    Tue
    31 °
    Wed
    33 °

    ସମ୍ବନ୍ଧିତ