Sunday, August 2, 2026
24.8 C
Odisha

    ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ ଏବଂ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    91 %
    1.5kmh
    100 %
    Sun
    31 °
    Mon
    32 °
    Tue
    30 °
    Wed
    28 °
    Thu
    30 °

    ସମ୍ବନ୍ଧିତ