Saturday, April 4, 2026
28.2 C
Odisha

    ଆଜି ରାଜ୍ୟ କ୍ୟାବିନେଟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି ।  ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.2 ° C
    28.2 °
    28.2 °
    36 %
    1.9kmh
    93 %
    Fri
    29 °
    Sat
    38 °
    Sun
    37 °
    Mon
    38 °
    Tue
    38 °

    ସମ୍ବନ୍ଧିତ