Tuesday, March 17, 2026
22.9 C
Odisha

    ଆଜି ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଭକ୍ତମାନଙ୍କ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଆଜି ଅପରାହ୍ଣ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ, ଖସାପଡ଼ା ଲାଗି ଓ ବନକଲାଗି ନୀତିକାନ୍ତି ଯୋଗୁ ରତ୍ନଭଣ୍ଡାର ମରାମତି କାମ ୪ ଦିନ ଲାଗି ସ୍ଥଗିତ ରହିବ। ମାର୍ଚ୍ଚ ୩୧ ତାରିଖରୁ ଏପ୍ରିଲ୍ ୩ ତାରିଖ ଯାଏ ବନ୍ଦ ରହିବ ମରାମତି କାମ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.9 ° C
    22.9 °
    22.9 °
    64 %
    3.3kmh
    85 %
    Tue
    24 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ