Wednesday, April 8, 2026
25.2 C
Odisha

    ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି,୪ଘଣ୍ଟା ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ  : ଚୈତ୍ର ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

    ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.2 ° C
    25.2 °
    25.2 °
    69 %
    1.7kmh
    84 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ