Friday, October 2, 2026
30.6 C
Odisha

    ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ମୁଖ୍ୟ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆରମ୍ଭ ହେଲା ସଚିବ ସ୍ତରୀୟ ବୈଠକ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆଜି ସରୁଛି । ଶେଷ ଦିନରେ ସଚିବ ସ୍ତରୀୟ ବୈଠକ ଡାକିଛନ୍ତି ମନୋଜ ଆହୁଜା । ଅନ୍ୟପଟେ ଆଜି ମୁଖ୍ୟ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ । ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ