ଭୁବନେଶ୍ୱର : ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ଖୁସି ଖବର । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୪୦୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୬୬୯ ଟଙ୍କା ରହିଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୨,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୪୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୨,୨୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୪୦୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୪୧୦ ଟଙ୍କା ଓ ୨୨ କ୍ୟାରଟେ ୧,୩୦,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୧୦,୦୦୦ ଟଙ୍କା ହୋଇଛି ।
