Friday, October 2, 2026
22.2 C
Odisha

    ଆଜି ସାମାନ୍ୟ କମିଲା ସୁନା ଦର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜି ସାମାନ୍ୟ କମିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୦୦୦ ଟଙ୍କା ରହିଛି। ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧, ୫୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭ ,୮୪୦ ଟଙ୍କା ଥିଲା।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୧,୩୫୦ ଟଙ୍କା ଓ ୭୭ ,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୧,୫୦୦ ଟଙ୍କା ଓ ୭୭, ୯୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୧,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୮,୮୪୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୧,୩୫୦ ଟଙ୍କା ଓ ୭୭, ୮୪୦ ଟଙ୍କା ରହିଛି। ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୨,୬୦୦ ହଜାର ଟଙ୍କା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ