Friday, September 18, 2026
24.4 C
Odisha

    ଆଜି ସାରା ଦେଶରେ ବନ୍ଦ ରହିବ ବ୍ୟାଙ୍କ ସେବା, ସପ୍ତାହରେ ଦୁଇ ଦିନ ଛୁଟି ଦାବିରେ ଆନ୍ଦୋଳନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆଜି ସାରା ଦେଶରେ ବନ୍ଦ ରହିବ ବ୍ୟାଙ୍କ ସେବା । ଧର୍ମଘଟକୁ ଓହ୍ଲାଇବେ ବ୍ୟାଙ୍କ କର୍ମଚାରୀ । ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ୍ ଫେରମ ଅଫ ବ୍ୟାଙ୍କ ୟୁନିଅନ୍ସ – UFBU । ସପ୍ତାହରେ ଦୁଇ ଦିନ ଛୁଟି ଦାବିରେ ଏହି ଆନ୍ଦୋଳନ ।

    ସପ୍ତାହରେ ଦୁଇ ଦିନ ଛୁଟି ନେଇ ଜାନୁଆରୀ ୨୩ ତାରିଖ ଦିନ ଲେବର କମିଶନଙ୍କ ଆଲୋଚନାରୁ କିଛି ସୁଫଳ ନମିଳିବାରୁ ଧର୍ମଘଟ ଡାକରା ଦେଇଛି ସଂଘ । ଆଜି ବ୍ୟାଙ୍କ ବନ୍ଦ ରହିଲେ କ୍ରମାଗତ ୩ ଦିନ ଧରି ବ୍ୟାଙ୍କ ସେବା ପାଇବାରୁ ବଞ୍ଚିତ ହେବେ ଗ୍ରାହକ । ରବିବାର ଛୁଟି ପରେ ସୋମବାର ସାଧାରଣତନ୍ତ୍ର ଦିବସ ଛୁଟି ଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    88 %
    1.1kmh
    99 %
    Fri
    31 °
    Sat
    31 °
    Sun
    31 °
    Mon
    31 °
    Tue
    29 °

    ସମ୍ବନ୍ଧିତ