Wednesday, September 2, 2026
23.9 C
Odisha

    ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ, ରାସ୍ତାରେ ଅଟକିଛି ଶହ ଶହ ଗାଡ଼ି

    ଆଗକୁ ପଢନ୍ତୁ

    ଢେଙ୍କାନାଳ : ଆଜି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ । TPCODLର ମନମୁଖୀ କାର୍ଯ୍ୟ ଓ ସ୍ମାର୍ଟ ମିଟର ବିରୋଧରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଢେଙ୍କାନାଳ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁଁ ଗାଡ଼ି ମୋଟର ଚଳାଚଳ ଠପ୍ ହୋଇଯିବା ସହ ଦୋକାନ ବଜାର ବନ୍ଦ ରହିଛି। ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ୫୫ ନମ୍ବର ଜାତୀୟ ରାଜପଥ ଉପରେ ଅଟକି ରହିଛି ଶହ ଶହ ଗାଡ଼ି । ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    88 %
    1.9kmh
    100 %
    Wed
    24 °
    Thu
    27 °
    Fri
    28 °
    Sat
    30 °
    Sun
    29 °

    ସମ୍ବନ୍ଧିତ