Monday, October 19, 2026
21.6 C
Odisha

    ଆଜି ୪ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଚାନ୍ଦବାଲି ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପ‌ାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ