Saturday, November 7, 2026
19 C
Odisha

    ଆଣ୍ଠୁଗଣ୍ଠି ସମସ୍ୟାରୁ ଉପଶମ ଦିଏ ଅଙ୍ଗୁର

    ଆଗକୁ ପଢନ୍ତୁ

    ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା ଏକ ସାଧାରଣ କଥା ପାଲଟି ଗଲାଣି ବିଶେଷଭାବରେ ବୟସ ବଢ଼ିଲେ ଏହି ସମସ୍ୟା ଦେଖାଦେଇଥାଏ। ହେଲେ ଏବେ ଅସନ୍ତୁଳିତ ଜୀବନଶୈଳୀ ପାଇଁ ଯୁବପିଢ଼ି ମଧ୍ୟ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏଭଳି ସମସ୍ୟା ଦେଖାଯିବା ମାତ୍ରେ ବିଳମ୍ବ ନ କରି ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ। ନିୟମିତ ଅଙ୍ଗୁର ଖାଇଲେ ଏଥିରୁ କେତେକାଂଶରେ ଉପଶମ ମିଳିଥାଏ ବୋଲି ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି। ଏଭଳି ବିଷୟ ଉପରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ନିୟମିତ କିଛି ଅଙ୍ଗୁର ଖାଇବାକୁ ପରାମର୍ଶ ଦିଆଯାଇଥିଲା। ଏହାସହ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସେମାନଙ୍କର ଆଣ୍ଠୁଗଣ୍ଠି ସମସ୍ୟାର କ’ଣ ଉନ୍ନତି ଘଟୁଛି ତାହାକୁ ତନ୍ନ ତନ୍ନ କରି ତର୍ଜମା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ବ୍ୟକ୍ତି ଏହାଦ୍ୱାରା ଆଣ୍ଠୁଗଣ୍ଠି ସମସ୍ୟାରୁ କେତେକାଂଶରେ ଉପଶମ ଲାଭ କରୁଥିଲେ ବୋଲି ରିପୋର୍ଟରେ ଦର୍ଶାଯାଇଛି। କେବଳ ସେତିକି ନୁହେଁ, ଅଙ୍ଗୁରରେ ଭିଟାମିନ୍‌-ସି ଭରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    78 %
    1.7kmh
    0 %
    Sat
    19 °
    Sun
    26 °
    Mon
    26 °
    Tue
    26 °
    Wed
    26 °

    ସମ୍ବନ୍ଧିତ