Sunday, October 11, 2026
25 C
Odisha

    ଆଧୁନିକ କାର୍ଯ୍ୟ ପାଇଁ ଟ୍ରେନ୍‌ ସେବା ବାତିଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଅଧୀନରେ ଥିବା ବିଭିନ୍ନ ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ନିମନ୍ତେ ପୂର୍ବତଟ ରେଳପଥ ପକ୍ଷରୁ ମେ’ ୧୭ରେ କେତେକ ଯାତ୍ରୀବାହୀ ଟ୍ରେନ୍ ସେବାକୁ ଅସ୍ଥାୟୀ ରୂପେ ବାତିଲ କରାଯାଇଛି। ଭୁବନେଶ୍ୱର–ବ୍ରହ୍ମପୁର–ଭୁବନେଶ୍ୱର ମେମୁ ପାସେଞ୍ଜର, କଟକ–ପାରାଦ୍ବୀପ–କଟକ ପାସେଞ୍ଜର, କଟକ–ପାରାଦ୍ବୀପ–କଟକ ମେମୁ ପାସେଞ୍ଜର ଏବଂ କଟକ–ଭଦ୍ରକ–କଟକ ମେମୁ ପାସେଞ୍ଜର ରହିଛି। ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25 ° C
    25 °
    25 °
    78 %
    0kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ