Saturday, April 4, 2026
36.1 C
Odisha

    ଆପାର୍ଟମେଣ୍ଟରୁ ଲୁଟ କରୁଥିବା ବେଳେ ଏନକାଉଣ୍ଟର, ୪ ଫେରାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାକୁ ଏନକାଉଣ୍ଟର ହୋଇଛି । ଡକାୟତି ଉଦ୍ୟମ ବେଳେ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି । ବାହାର ରାଜ୍ୟର ଲୁଟେରା ଅର୍ଜୁନର ବାମ ଆଣ୍ଠୁରେ ବାଜିଛି ଗୁଳି । ଅନ୍ୟ ୪ଜଣ ଫେରାର ହୋଇଯାଇଛନ୍ତି । ଗୁରୁତର ଅବସ୍ଥାରେ ଅର୍ଜୁନକୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।ପାହାଳ ଥାନା ଅଞ୍ଚଳରେ ଏକ୍ ଆପାର୍ଟମେଣ୍ଟ ନିକଟରେ ହୋଇଛି ଏନ୍‌କାଉଣ୍ଟର । ବାଲିଅନ୍ତା ଥାନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ଅର୍ଜୁନ ତାର ଗ୍ରୁପ ଆପାର୍ଟମେଣ୍ଟ ଲୁଟ କରିବା ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଦେଖି ଦେଇଥିଲା।

    ପୋଲିସକୁ ଦେଖି ଅର୍ଜୁନ ସହ ତାଙ୍କ ଗ୍ରୁପ ଫେରାର୍ ହେବା ପାଇଁ ବସିଥିବା ବେଳେ ପୋଲିସ ତାଙ୍କୁ ଗୋଡ଼ାଇଥିଲା। ସେହି ସମୟରେ ବାଲିଅନ୍ତା କେନାଲ ବନ୍ଧ ଉପରେ ଅର୍ଜୁନ ପୋଲିସ ଉପରକୁ ଗୁଳିମାଡ଼ କରିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.1 ° C
    36.1 °
    36.1 °
    24 %
    1.7kmh
    91 %
    Sat
    38 °
    Sun
    36 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ