Sunday, February 1, 2026
29 C
Odisha

    ଆମେରିକାରେ ବିମାନ ଦୁର୍ଘଟଣା, ୪ ଗୁରୁତର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା ହୋଇଛି । ୨୦ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନଟି ରବିବାର ଦିନ ଟେନେସି ଠାରେ ଦୁର୍ଘଟଣା ହେବାରୁ ଏକାଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ଜଣ ଗୁରୁତର ହୋଇଛନ୍ତି । ୪ଜଣଙ୍କୁ ନିକଟବର୍ତ୍ତୀ ହସ୍ପିଟାଲକୁ ହେଲିପକ୍ଟରରେ ପଠାଯାଇଥିବା ସୂଚନା ମିଳିଛି । ତେବେ ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    34 %
    2.1kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ