Monday, October 19, 2026
21.6 C
Odisha

    ଆମେରିକାରେ ବିମାନ ଦୁର୍ଘଟଣା, ୪ ଗୁରୁତର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା ହୋଇଛି । ୨୦ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନଟି ରବିବାର ଦିନ ଟେନେସି ଠାରେ ଦୁର୍ଘଟଣା ହେବାରୁ ଏକାଧିକ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ଜଣ ଗୁରୁତର ହୋଇଛନ୍ତି । ୪ଜଣଙ୍କୁ ନିକଟବର୍ତ୍ତୀ ହସ୍ପିଟାଲକୁ ହେଲିପକ୍ଟରରେ ପଠାଯାଇଥିବା ସୂଚନା ମିଳିଛି । ତେବେ ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ