Wednesday, March 11, 2026
36.7 C
Odisha

    ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ବାସଭବନ ଉପରେ ଆକ୍ରମଣ, ଭାଙ୍ଗିଲା ଘରର ଝରକା

    ଆଗକୁ ପଢନ୍ତୁ

    ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ ୱାଲନଟ ହିଲ୍ସ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ତେବେ ଏନେଇ କୌଣସି ଅଫିସିଆଲ ସୂଚନା ମିଳିନାହିଁ ।

    ଖବର ମୁତାବକ, ପ୍ରାରମ୍ଭିକ ଯାଞ୍ଚରୁ ଜଣାପଡିଛି କି, ସନ୍ଦିଗ୍ଧ ଜଣକ ଉପରାଷ୍ଟ୍ରପତିଙ୍କ ବାସଭବନରେ ପ୍ରବେଶ କରିନାହିଁ । ଆକ୍ରମଣ ସମୟରେ ଜେଡି ଭାନ୍ସ ଏବଂ ତାଙ୍କ ପରିବାର ଲୋକ ଘରେ କେହି ନଥିଲେ । ସ୍ଥାନୀୟ ଅଧିକାରୀଙ୍କ ଅନୁସାରେ, ଜେଡି ଭାନ୍ସଙ୍କ ଆବାସ ଆଖପାଖ ରାସ୍ତା ଗତକାଲିରୁ ବନ୍ଦ ରହିଛି । ପୋଲିସ ମଧ୍ୟ ନିୟୋଜିତ ରହିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.7 ° C
    36.7 °
    36.7 °
    16 %
    3.8kmh
    0 %
    Wed
    37 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ