Saturday, April 11, 2026
25.2 C
Odisha

    ଆମ୍ବୁଲାନ୍ସ ଭିତରେ ଥିଲେ ଗର୍ଭବତୀ, ହଠାତ୍‌ ଲାଗିଲା ନିଆଁ

    ଆଗକୁ ପଢନ୍ତୁ

    ମହାରାଷ୍ଟ୍ରର ଜଲଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସରେ ହଠାତ୍‌ ନିଆଁ ଲାଗିଯିବାରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଯୋଗୁ ଆଖପାଖ ଅଞ୍ଚଳର ଥିବା ଘର କ୍ଷତିଗ୍ରସ୍ତ ହୋଇଛି।ସୂଚନା ମୁତାବକ, ବୁଧବାର ରାତିରେ ମହାରାଷ୍ଟ୍ର ଜଲଗାଓଁରେ ଜଣେ ଗର୍ଭବତୀ ମହିଳାଙ୍କୁ ଆମ୍ବୁଲାନ୍ସ ଯୋଗେ ଏରାଣ୍ଡୋଲ ସରକାରୀ ଡାକ୍ତରଖାନାରୁ ଜାଲଗାଓଁ ଜିଲା ଡାକ୍ତରଖାନାକୁ ଅଣାଯାଉଥିଲା। ଇଞ୍ଜିନରୁ ଧୂଆଁ ବାହାରୁଥିବାରୁ ଡ୍ରାଇଭର ଦେଖି ଗର୍ଭବତୀଙ୍କୁ ବାହାରକୁ ଆଣି ନିଜେ ବାହାରି ଆସିଥିଲେ। ଫଳରେ ଅଳ୍ପକେ ରକ୍ଷା ପାଇଯାଇଥିଲେ ହେଁ ଆମ୍ବୁଲାନ୍ସଟି ସମ୍ପୂର୍ଣ୍ଣ ଜଳିଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    30 %
    1.3kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ