Friday, October 16, 2026
28.4 C
Odisha

    ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି କଲେ ମାଲ୍ୟାର୍ପ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମାଲ୍ୟାର୍ପଣ କରିଛନ୍ତି। ଭୁବନେଶ୍ବରରେ ଡକ୍କର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରସ୍ଥିତ ଉପରବେଡ଼ା ଗାଁ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିଜ ଗାଁରେ ସ୍ବାଗତ କରିବା ପାଇଁ ସେଠାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.4 ° C
    28.4 °
    28.4 °
    73 %
    1.8kmh
    62 %
    Fri
    29 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ