Wednesday, April 1, 2026
35.5 C
Odisha

    ଆରବିଆଇ ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହେଲେ ପୁନମ ଗୁପ୍ତା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ ଜାନୁୟାରୀରେ ଆରବିଆଇ ଡେପୁଟି ଗଭର୍ଣ୍ଣର ଥିବା ଏମ.ଡି. ପାତ୍ରଙ୍କ କାର୍ଯ୍ୟକାଳ ସରିବା ପରଠାରୁ ଉକ୍ତ ପଦବୀଟି ଖାଲି ପଡ଼ିଥିଲା। ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି(ଏସିସି) ପୁନମଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ତେବେ ପୁନମଙ୍କ ଯୋଗଦାନ ତାରିଖ ଧାର୍ଯ୍ୟ ହୋଇନାହିଁ। ସେ ବର୍ତ୍ତମାନ ଏନସିଏଇଆର ମହାନିର୍ଦେଶକ ସମେତ ଅର୍ଥନୈତିକ ଉପଦେଷ୍ଟା ପରିଷଦର ସଦସ୍ୟ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.5 ° C
    35.5 °
    35.5 °
    20 %
    1.2kmh
    4 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ