Saturday, October 10, 2026
29.2 C
Odisha

    ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ସିସିଏସ ବୈଠକ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ସିସିଏସ ବୈଠକ ବସିଛି। ଅପରେସନ ସିନ୍ଦୂର ପରେ ଏହା ପ୍ରଥମ ସିସିଏସ ବୈଠକ।

    ଏହି ବୈଠକରେ ଉପସ୍ଥିତ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି। ଏଥିସହ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ଏନଏସଏ ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ