Saturday, March 28, 2026
31.6 C
Odisha

    ଆରାବଳୀ ପର୍ବତମାଳାରେ ନୂଆ ଖଣି ଲିଜ୍‌କୁ ନିଷିଦ୍ଧ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ   :   ଆରାବଳୀ ପର୍ବତମାଳା ଅଞ୍ଚଳରେ ନୂଆ ଖଣି ଲିଜ୍‌କୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଗୁରୁବାର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇଙ୍କ ନେତୃତ୍ବାଧୀନ ପୀଠ ଦେଇଥିବା ନିର୍ଦେଶ ଅନୁଯାୟୀ ଆରାବଳୀ ପର୍ବତ ଓ ଏହାର ସଂଲଗ୍ନ ପର୍ବତମାଳାରେ ନୂଆ ଖଣି ଖନନ ପାଇଁ କୌଣସି ଲିଜ୍ ଦିଆଯାଇପାରିବ ନାହିଁ। ତେବେ ଯେଉଁସବୁ ଖଣିକୁ ପୂର୍ବରୁ ଲିଜ୍‌ ଦିଆଯାଇଛି ସେଗୁଡିକ ଖନନ କାର୍ଯ୍ୟ ଜାରି ରଖିବେ। ଜଙ୍ଗଲ ଓ ପରିବେଶ ସୁରକ୍ଷା ଦୃଷ୍ଟିକୋଣରୁ ସୁପ୍ରିମକୋର୍ଟ ଏପରି ନିର୍ଦେଶ ଦେଇଛନ୍ତି। ଦିଲ୍ଲୀ, ହରିୟାଣା, ରାଜସ୍ଥାନ ଓ ଗୁଜରାଟକୁ ବ୍ୟାପିଥିବା ଆରାବଳୀ ପର୍ବତମାଳାର ଲମ୍ବ ପ୍ରାୟ ୬୭୦ କିମି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.6 ° C
    31.6 °
    31.6 °
    21 %
    1.9kmh
    61 %
    Sat
    33 °
    Sun
    40 °
    Mon
    41 °
    Tue
    39 °
    Wed
    41 °

    ସମ୍ବନ୍ଧିତ