Friday, October 2, 2026
28.6 C
Odisha

    ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଆସିଲା ବୟାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ ମମତାଙ୍କୁ ଅନୁରୋଧ କରିଛି। ସହଯୋଗ କରିବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। କାର୍ଯ୍ୟକାରୀ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଖୁବଶୀଘ୍ର ସମାଧାନର ରାସ୍ତା ବାହାରୁଛି, ରେଟ ମଧ୍ୟ ବଢ଼ିବନି ବୋଲି ମମତା କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.6 ° C
    28.6 °
    28.6 °
    75 %
    1.8kmh
    59 %
    Fri
    27 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ