Sunday, March 22, 2026
23.7 C
Odisha

    ଆସନ୍ତାକାଲିଠାରୁ ସାରା ରାଜ୍ୟରେ ଲାଗି ରହିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବାର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ୨୯ ତାରିଖରୁ ଏହି ବର୍ଷାର ପରିମାଣ ବଢିବ ବୋଲି କୁହାଯାଇଛି। ତେବେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ସମ୍ଭାବନା ଦର୍ଶାଯାଇଛି। ୨୯ରୁ ୩୧ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏହି ସମସ୍ତ ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରଦାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.7 ° C
    23.7 °
    23.7 °
    29 %
    1.7kmh
    17 %
    Sun
    24 °
    Mon
    34 °
    Tue
    37 °
    Wed
    37 °
    Thu
    39 °

    ସମ୍ବନ୍ଧିତ