Thursday, March 19, 2026
21 C
Odisha

    ଆସନ୍ତାକାଲିଠୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। କାଲିଠାରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ୩୦ ତାରିଖ ପର୍ଯ୍ୟନ୍ତ ଆକାଶରୁ ବର୍ଷିବ ନିଆଁ । ତାତିରୁ ନାହିଁ ନିସ୍ତାର । ସିଭିୟର ହିଟୱେଭ ପାଇଁ ୯ ଜିଲ୍ଲାକୁ ରେଡ ଆଲର୍ଟ ଜାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉକ୍ତ ଜିଲ୍ଲାଗୁଡ଼ିକ ହେଉଛି – ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନୂଆପଡା ଓ କଳାହାଣ୍ଡି । ସେହିପରି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖରେ ୧୫ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ୨୮ ଏବଂ ୨୯ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୩୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21 ° C
    21 °
    21 °
    70 %
    1.6kmh
    100 %
    Thu
    33 °
    Fri
    33 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ