Tuesday, February 10, 2026
29.7 C
Odisha

    ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ରହିଛି ମୋଟ୍ ୭ଟି କାର୍ଯ୍ୟଦିବସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ ବସିବ।  ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଛି। ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ଆନ୍ଦୋଳନକରୀଙ୍କୁ ରୋକିବା ପାଇଁ ନିଆଯାଇଛି ସୁରକ୍ଷା ବ୍ୟବସ୍ଥା ।

    ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା ।  ସୁରୁଖୁରୁରେ ଗୃହ ଚଳାଇବା ପାଇଁ ଗତକାଲି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି ।  ଆଜି ବିଜେଡି, କଂଗ୍ରେସ ଓ ବିଜେପିର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହେବ।ଆସନ୍ତାକାଲିଠୁ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.7 ° C
    29.7 °
    29.7 °
    13 %
    2.6kmh
    2 %
    Tue
    30 °
    Wed
    32 °
    Thu
    33 °
    Fri
    33 °
    Sat
    34 °

    ସମ୍ବନ୍ଧିତ