Thursday, February 26, 2026
31.6 C
Odisha

    ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଘଟଗାଁ ମା’ ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ

    ଆଗକୁ ପଢନ୍ତୁ

    ଘଟଗାଁ  :  ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ।  ଘଟଗାଁ ମା ତାରିଣୀଙ୍କ ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ ।  ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି ।  ମୁଖ୍ୟମନ୍ତ୍ରୀ ହେବା ପରେ ଗତ ଜୁନ୍ ୨୧ ତାରିଖରେ ମା ତାରିଣୀଙ୍କ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ ।

    ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ପ୍ରକଳ୍ପ କାର୍ଯ୍ୟ ହେବ ।  କାଲି ମା ତାରିଣୀଙ୍କ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ।  ପରେ ଘଟଗାଁ ମିନି ଷ୍ଟାଡିୟମରେ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥର କଡାକଡି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.6 ° C
    31.6 °
    31.6 °
    12 %
    4.4kmh
    3 %
    Thu
    30 °
    Fri
    34 °
    Sat
    36 °
    Sun
    37 °
    Mon
    38 °

    ସମ୍ବନ୍ଧିତ