Wednesday, August 26, 2026
24.7 C
Odisha

    ଆସନ୍ତାକାଲି ଟ୍ୱିନସିଟିରେ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଆସନ୍ତାକାଲି ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହା ବ୍ୟତିତ ଖୋର୍ଦ୍ଧା, କଟକ ସହିତ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଚସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ଧରି ରାଜ୍ୟର ବିଭିିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହା ବ୍ୟତିତ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    90 %
    2.5kmh
    100 %
    Tue
    25 °
    Wed
    30 °
    Thu
    30 °
    Fri
    28 °
    Sat
    29 °

    ସମ୍ବନ୍ଧିତ