Sunday, October 18, 2026
24.8 C
Odisha

    ଆସନ୍ତାକାଲି ଠାରୁ କମିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଶନିବାର ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    78 %
    1.5kmh
    100 %
    Sun
    24 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ