Thursday, March 26, 2026
37 C
Odisha

    ଆସନ୍ତାକାଲି ଠାରୁ ସକାଳ ସାଢେ ୬ରୁ ସ୍କୁଲ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଶୁକ୍ରବାରଠୁ ଅର୍ଥାତ ଆସନ୍ତାକାଲି ଠାରୁ ସକାଳୁଆ ସ୍କୁଲ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ତାପମାତ୍ରାକୁ ନଜରରେ ରଖି ସ୍କଲକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସକାଳ ସାଢେ ୬ଟାରୁ ଆରମ୍ଭ ହୋଇ ବିଦ୍ୟାଳୟ ସାଢେ ୧୦ଟାରେ ସରିବ । ଏହି ନିୟମ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଲାଗୁ କରାଯିବ । ନିୟମକୁ ତତକ୍ଷଣାତ୍ ଲାଗୁ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ଗଣଶିକ୍ଷା ସଚିବଙ୍କ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37 ° C
    37 °
    37 °
    20 %
    3.9kmh
    0 %
    Thu
    37 °
    Fri
    40 °
    Sat
    40 °
    Sun
    41 °
    Mon
    41 °

    ସମ୍ବନ୍ଧିତ