Saturday, January 31, 2026
16.3 C
Odisha

    ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ବସିବ ରାଜ୍ଯ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ । ବିଧାନସଭାର ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.3 ° C
    16.3 °
    16.3 °
    85 %
    1.8kmh
    70 %
    Sat
    31 °
    Sun
    31 °
    Mon
    32 °
    Tue
    32 °
    Wed
    32 °

    ସମ୍ବନ୍ଧିତ