Friday, April 3, 2026
33.6 C
Odisha

    ଆସନ୍ତାକାଲି ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର, ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ: ଆସନ୍ତାକାଲି ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର । ମାର୍ଗଦର୍ଶିକା ଅନୁସାରେ ରତ୍ନାଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ପ୍ରବେଶ ବନ୍ଦ ରହିବ । ରତ୍ନାଳଙ୍କାର ସ୍ଥାନାନ୍ତର ଯାଏଁ କଟକଣା ବଳବତ୍ତର ରହିବ । ରତ୍ନାଳଙ୍କାର ସ୍ଥାନାନ୍ତର ପରେ ଦର୍ଶନ ସ୍ବାଭାବିକ ହେବ । ଆନନ୍ଦବଜାରରୁ ମହାପ୍ରସାଦ ନେଇପାରିବେ ଭକ୍ତ । ଶ୍ରଦ୍ଧାଳୁଙ୍କୁ ସହଯୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ