Thursday, September 24, 2026
24.5 C
Odisha

    ଆସନ୍ତାକାଲି ସୃଷ୍ଟି ହେବ ଆଉ ଏକ ଲଘୁଚାପ, ଆଜି ଅଧା ଓଡ଼ିଶା ପାଇଁ ରହିଛି ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗତ ସପ୍ତାହେ ଧରି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ଅଧା ଓଡ଼ିଶା ପାଇଁ ରହିଛି ୱାର୍ଣ୍ଣିଂ । ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.5 ° C
    24.5 °
    24.5 °
    97 %
    2.7kmh
    100 %
    Thu
    25 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ