Tuesday, March 4, 2025
20 C
Odisha

    ଆସନ୍ତାକାଲି ୧୦ ଦ୍ୱୀପରେ ପାଳନ ହେବ ଗଣତନ୍ତ୍ର ଦିବସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଆସନ୍ତାକାଲି ଜାନୁଆରୀ ୨୬ ତାରିଖ ଗଣତନ୍ତ୍ର ଦିବସ। ଏହି ଅବସରରେ ଓଡ଼ିଶାରେ ପ୍ରଥମ ଥର ୧୦ ଦ୍ୱୀପରେ ପାଳନ ହେବ ଗଣତନ୍ତ୍ର ଦିବସ । ଏ ନେଇ ସୂଚନା ଦେଲେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର । ଦ୍ୱୀପରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ସିନିୟର୍ ଅଫିସର ସବୁ ଦ୍ୱୀପକୁ ଯାଇ ସର୍ଭେ ସହ ଫଟୋଗ୍ରାଫି କରିବେ ।ଚଳିତ ବର୍ଷ ପରେଡରେ ଆର୍ମି, ବିଏସଏଫ୍ ଓ ପୋଲିସ ସାମିଲ ହେବେ । ଭୁବନେଶ୍ୱରରେ ମୋଟ ୪୮-୪୯ କଣ୍ଟିଜେଣ୍ଟ ପରେଡରେ ସାମିଲ ହେବେ ।ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖାଯାଇଥିବା ସହ ସମସ୍ତ ପୋଲିସ ଅଧିକ୍ଷକଙ୍କୁ ଆଲର୍ଟ କରାଯାଇଥିବା କହିଛନ୍ତି ଏଡିଜି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20 ° C
    20 °
    20 °
    37 %
    1.7kmh
    9 %
    Tue
    35 °
    Wed
    36 °
    Thu
    35 °
    Fri
    36 °
    Sat
    38 °

    ସମ୍ବନ୍ଧିତ