Friday, October 2, 2026
22.2 C
Odisha

    ଆସନ୍ତାକାଲି ୨୦ ଜିଲ୍ଲାରେ ପ୍ରବଳ ବର୍ଷା,ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ଲାଗି ରହିଛି ବର୍ଷା । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେ ଗୁଡିକ ହେଲା ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ । ଏହି ସମସ୍ତ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ