Friday, April 3, 2026
29.7 C
Odisha

    ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ହେବ ଜନଗଣନା

    ଆଗକୁ ପଢନ୍ତୁ

    ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି । ୨୦୨୭ ଫେବୃଆରୀରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାପତ୍ର ଗଣନା ହେବ । ଦ୍ୱିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ଜନଗଣନା କରାଯିବ । ଏଥିପାଇଁ ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ । ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ମଧ୍ୟ ପଞ୍ଜିକୃତ କରିପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.7 ° C
    29.7 °
    29.7 °
    34 %
    2.3kmh
    77 %
    Fri
    30 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ