Friday, April 3, 2026
33.6 C
Odisha

    ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :   ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  । ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ