Friday, December 12, 2025
25.9 C
Odisha

    ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ହେବ ଓଟିଇଟି ପରୀକ୍ଷା, ୪୫ କେନ୍ଦ୍ରରେ ହେବ ପରୀକ୍ଷା

    ଆଗକୁ ପଢନ୍ତୁ

    କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି । ପେପର ୧ ରେ ୪୭ ହଜାର ୭୨୦ ଜଣ ଓ ପେପର ୨ ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି । ମୋଟ ୪୫୨ ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ଆସନ୍ତା ୧୪ ତାରିଖରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯାଉଛି । ୩୦ ଟି ଜିଲ୍ଲା ପାଇଁ ୩୯ ଟି ରୁଟରେ ଆର୍ମ ପୋଲିସ ସହିତ ପ୍ରଶ୍ନପତ୍ର ପଠାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    24 %
    2.8kmh
    0 %
    Fri
    26 °
    Sat
    27 °
    Sun
    27 °
    Mon
    28 °
    Tue
    28 °

    ସମ୍ବନ୍ଧିତ