Sunday, October 18, 2026
23.2 C
Odisha

    ଆସନ୍ତା ୨୦ରେ ମହାନଦୀ ଶୁଣାଣି : ଆଡ୍‌ଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  : ମହାନଦୀ ଜଳ ବିବାଦକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଡ୍‌ଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ। ଆସନ୍ତା ୨୦ ତାରିଖରେ ପରବର୍ତ୍ତୀ ଶୁଣାଣି ରହିଛି। କ୍ଷେତ୍ର ପରିଦର୍ଶନ ରିପୋର୍ଟ ଅନ୍ତର୍ଭୁକ୍ତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ମହାନଦୀ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ଅଗ୍ରଗତି ଘଟିଛି। ୨ ରାଜ୍ୟର ବୈଷୟିକ ଟିମ୍ ପାଖାପାଖି ୧୩ଟି ବୈଠକ କରି ସାରିଛନ୍ତି। ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି। ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି। ଆପୋଷ ମିଳାମିଶା ପାଇଁ ହୋଇଥିବା ଆଲୋଚନାରେ ଟ୍ରିବ୍ୟୁନାଲ ସନ୍ତୁଷ୍ଟ ଅଛନ୍ତି। କେନ୍ଦ୍ର ମଧ୍ୟସ୍ଥତାରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ଆହୁରି ମଧ୍ୟ ସେ କହିଛନ୍ତି ମହାନଦୀ ପ୍ରସଙ୍ଗରେ ଯଥେଷ୍ଟ ପ୍ରଗତି ହୋଇଛି। ଖୁବଶୀଘ୍ର ସମାଧାନ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ