Monday, August 3, 2026
25.2 C
Odisha

    ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦାନା ବାନ୍ଧୁଛି ଲଘୁଚାପ । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

    ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ଶୁଖିଲା ପାଗ ରହିଥିବା ବେଳେ ଆଗାମୀ ୩ରୁ ୪ ଦିନ ରାତ୍ରି ତାପମାତ୍ରା ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ । ଏହା ପରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.2 ° C
    25.2 °
    25.2 °
    91 %
    1.4kmh
    100 %
    Mon
    31 °
    Tue
    31 °
    Wed
    30 °
    Thu
    27 °
    Fri
    25 °

    ସମ୍ବନ୍ଧିତ