Tuesday, January 20, 2026
18.8 C
Odisha

    ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା , ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ସେହିପରି ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୨୦ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ପାଗ ଲାଗି ରହିବ । ୧୧ ତାରିଖ ପରେ ବର୍ଷା କମିବ । ଅନ୍ୟପଟେ ଆସନ୍ତା ୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    37 %
    2.2kmh
    0 %
    Tue
    18 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ