Friday, April 3, 2026
36.1 C
Odisha

    ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ମୌସୁମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମେ’ ୧୩ ତାରିଖରେ ମୌସୁମୀ  ଆଣ୍ଡାମାନ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ଵୀପପୁଞ୍ଜର କିଛି ଅଞ୍ଚଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

    ମୌସୁମୀ ଆଣ୍ଡାମାନ ମୁହାଁ ହେଉଥିବାବେଳେ ଦେଶର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଓଡ଼ିଶାବାସୀ ତତଲା କଡ଼େଇରେ ଭାଜି ହେଉଛନ୍ତି । ଉପକୂଳରୁ ଉତ୍ତର, ପୁଣି ପଶ୍ଚିମରୁ ଦକ୍ଷିଣ ସବୁଠି  ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ୧୫ ତାରିଖ ଯାଏ ତାତିରୁ ନିସ୍ତାର ମିଳିବାର ଆଶା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

    ମଙ୍ଗଳବାର ମେ’ ୧୩ ପାଇଁ ରାଜ୍ୟର ୯ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ଓ ୧୦ ଜିଲ୍ଲାକୁ ଗରମ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ