Friday, April 3, 2026
33.6 C
Odisha

    ଆସନ୍ତା ୨୭ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି !

    ଆଗକୁ ପଢନ୍ତୁ

    ବ୍ରହ୍ମପୁର: ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ପ୍ରଧାନମନ୍ତ୍ରୀ ଗଞ୍ଜାମ ଗସ୍ତରେ ଆସିବେ ବୋଲି ଜଣାପଡିଛି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ଯ୍ୟକ୍ରମ ସ୍ଥଳୀ ବୁଲି ଦେଖିଛନ୍ତି । ତେବେ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇ ନଥିବା କହିଛନ୍ତି ବିଜେପି ଜିଲ୍ଲା ସଭାପତି ଓ ବ୍ରହ୍ମପୁର ବିଧାୟକ l ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଏହାପରେ ଭୁବନେଶ୍ୱର ବିମାନବନ୍ଦରରୁ ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ। ପୂର୍ବରୁ ୨୦୨୪ ସାଧାରଣ ନିର୍ବାଚନ ବେଳେ ବ୍ରହ୍ମପୁରକୁ ପ୍ରଧାନମନ୍ତ୍ରୀ ଆସିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ