Sunday, February 22, 2026
33.5 C
Odisha

    ଆସନ୍ତା ୨ ଦିନରେ କମିବ ଶୀତ, ବଢ଼ିବ ରାତି ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଢ଼ିବ ତାପମାତ୍ରା, କମିବ ଶୀତ । ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା । ଶୀତ ଦାଉରୁ ରକ୍ଷା ପାଇବେ ରାଜ୍ୟବାସୀ । ଆସନ୍ତା ୨୪ ଘଣ୍ଟା କଟକ, ଖୋର୍ଦ୍ଧା, ଜଗତସିଂହପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ଜାରି ରହିବାର ସମ୍ଭବନା ରହିଛି । ଶୀତ ଲହରୀକୁ ନେଇ ଆସନ୍ତା ଦୁଇ ଦିନ ପାଇଁ ରାଜ୍ୟରେ ୱାଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଘନ କୁହୁଡିର ସମ୍ଭବନା ନଥିବା ବେଳେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଯିବ । ଜି. ଉଦୟଗିରିରେ ୩.୨ ଡିଗ୍ରୀ ସେଲସିଅସ୍ ରେକର୍ଡ କରାଯାଇଛି । ସେହିପରି ରାଉରକେଲାରେ ୪.୧ ଡିଗ୍ରୀ ସେଲସିଅସ୍ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱର ୯.୨ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.5 ° C
    33.5 °
    33.5 °
    17 %
    3.6kmh
    0 %
    Sun
    34 °
    Mon
    35 °
    Tue
    34 °
    Wed
    34 °
    Thu
    35 °

    ସମ୍ବନ୍ଧିତ