Saturday, January 10, 2026
24.9 C
Odisha

    ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚାଲିବ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା   :  ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବ ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.9 ° C
    24.9 °
    24.9 °
    14 %
    2.9kmh
    28 %
    Sat
    23 °
    Sun
    28 °
    Mon
    29 °
    Tue
    29 °
    Wed
    30 °

    ସମ୍ବନ୍ଧିତ