Wednesday, October 7, 2026
30.3 C
Odisha

    ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚାଲିବ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା   :  ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବ ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ