Thursday, July 17, 2025
28.8 C
Odisha

    ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା

    ଆଗକୁ ପଢନ୍ତୁ

    ଆସନ୍ତା ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୧୮ ତାରିଖଠୁ ୨୦ ଯାଏଁ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

    ସୂଚନା ଯୋଗ୍ୟ ଯେ, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧିପାଇବ । ଆସନ୍ତା ୨୦ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.8 ° C
    28.8 °
    28.8 °
    74 %
    1.4kmh
    92 %
    Thu
    32 °
    Fri
    32 °
    Sat
    30 °
    Sun
    28 °
    Mon
    31 °

    ସମ୍ବନ୍ଧିତ