Friday, October 2, 2026
30.6 C
Odisha

    ଆସନ୍ତା ୪ରୁ ବଢିବ ଓମଫେଡ୍ ଦୁଗ୍ଧ ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍ । ଟୋନ୍ ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି । ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ହେବ ୫୮ ଟଙ୍କା । ଟୋନ୍ ଡ ଦୁଗ୍ଧ ପ୍ୟାକେଟ୍ ଅଧ ଲିଟରରେ ୨ ଟଙ୍କା ବୃଦ୍ଧି ହେବ । ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି । ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ହେବ ୬୦ ଟଙ୍କା ।

    ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍ ଅଧଲିଟରରେ ୧ ଟଙ୍କା ବୃଦ୍ଧି । ଗୋଲ୍ଡ ପ୍ଲସ୍ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି । ସେହିଭଳି ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ହେବ ୬୬ ଟଙ୍କା । ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍ ଅଧ ଲିଟର ପିଛା ୧ ଟଙ୍କା ବୃଦ୍ଧି ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.6 ° C
    30.6 °
    30.6 °
    57 %
    2.7kmh
    31 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ