Thursday, November 13, 2025
13.2 C
Odisha

    ଆସୁଛି ବଡ଼ ଲଘୁଚାପ, 3 ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ଉଭା ହୋଇଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ।  ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକା ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୧୯ ତାରିଖ ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବା । ପ୍ରଭାବରେ ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷର ସମ୍ଭାବନା ରହିଛି ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.2 ° C
    13.2 °
    13.2 °
    57 %
    1.3kmh
    0 %
    Thu
    25 °
    Fri
    25 °
    Sat
    25 °
    Sun
    26 °
    Mon
    26 °

    ସମ୍ବନ୍ଧିତ