Saturday, August 8, 2026
27 C
Odisha

    ଆସୁଛି ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରୁ କମିବ ବର୍ଷା ପରିମାଣ ।

    ସେହିପରି ପ୍ରବଳ ବର୍ଷା ପାଇଁ ଆଉ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ ରହିଛି। ଲଗାଣ ବର୍ଷା ଯୋଗୁଁ ନଦୀନାଳର ଜଳସ୍ତର ବଢ଼ିବା ସହ ବନ୍ୟା ଓ ଭୂସ୍ଖଳନ ଭଳି ସମସ୍ୟା ସୃଷ୍ଟି ହୋଇପାରେ। ଲଘୁଚାପର ଗତିବିଧି ଉପରେ ପାଣିପାଗ ବିଭାଗ ନଜର ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    84 %
    1.4kmh
    99 %
    Sat
    30 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ